୨୦ରେ ହେବ ନିଟ୍‌ ପ୍ରବେଶିକା ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 6, 2019

୨୦ରେ ହେବ ନିଟ୍‌ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ପାଇଁ ଓଡ଼ିଶାରେ ଘୁଞ୍ଚିଲା ଡାକ୍ତରୀ ପାଠ୍ୟକ୍ରମ ପାଇଁ ନିଟ୍ ପ୍ରବେଶିକା ପରୀକ୍ଷା ତାରିଖ। ସାରା ଦେଶରେ ଏହି ପରୀକ୍ଷା ଗତକାଲି ଅନୁଷ୍ଠିତ ହୋଇଥିବା ବେଳେ ଓଡ଼ିଶାରେ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ।

ପୂର୍ବରୁ ଓଡ଼ିଶା ସମେତ ସମସ୍ତ ରାଜ୍ୟରେ ମେ ୫ ତାରିଖରେ ଏହି ପରୀକ୍ଷା ହେବାର ଥିଲା। ତେବେ ଫୋନିରେ ରାଜ୍ୟର ୧୪ଟି ଜିଲ୍ଲା ପ୍ରଭାବିତ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ତାରିଖକୁ ୨୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।



from Odisha Reporter http://bit.ly/2Y5zVC4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages