୭ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 22, 2019

୭ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ରାଜ୍ୟର କେତେକ ସ୍ଥାନରେ ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଡ଼ଘଡ଼ି ମଧ୍ୟ ମାରିବ। ସେଥିପାଇଁ ୭ଟି ଜିଲ୍ଲାକୁ ରାତି ୬ଟା ୩୦ ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନୟାଗଡ଼। ଏହି ଜିଲ୍ଲା ଗୁଡ଼ିକରେ ସଂଧ୍ୟା ୬ଟା ୩୦ ଯାଏ ଧୂଳିଝଡ଼, ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି।



from Odisha Reporter http://bit.ly/2WdXz29

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages