ଆସନ୍ତକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ସହାୟତା କରିବାକୁ ଦେଲେ ପ୍ରତିଶ୍ରୁତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 4, 2019

ଆସନ୍ତକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ସହାୟତା କରିବାକୁ ଦେଲେ ପ୍ରତିଶ୍ରୁତି

modi

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ‘ଫୋନି’ରେ ପ୍ରଭାବିତ ଓଡ଼ିଶାକୁ ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ଏହାସହ ଆସନ୍ତାକାଲି ସେ ଓଡ଼ିଶା ଗସ୍ତରେ ଆସି ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି କହିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ ସ୍ଥିତି ସଂପର୍କରେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ସାରା ଦେଶ ବାତ୍ୟା ପ୍ରଭାବିତଙ୍କ ସହିତ ଅଛି। କେନ୍ଦ୍ର ସରକାରଙ୍କ ତରଫରୁ ଓଡ଼ିଶାକୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ।



from Odisha Reporter http://bit.ly/2VKpnLa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages