ଏନ୍‌କାଉଣ୍ଟରରେ ୫ ନକ୍ସଲ ନିହତ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 8, 2019

ଏନ୍‌କାଉଣ୍ଟରରେ ୫ ନକ୍ସଲ ନିହତ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

gun1

କୋରାପୁଟ (ଓଡ଼ିଶା ରିପୋର୍ଟର): କୋରାପୁଟରେ ଏନ୍‌କାଉଣ୍ଟର। ଆନ୍ଧ୍ରପ୍ରଦେଶ ସୀମା ପାଡ଼ୁଆ ଥାନା କିଟୁଆକାନ୍ତି ଜଙ୍ଗଲରେ ହୋଇଛି ଏହି ଏନ୍‌କାଉଣ୍ଟର। ଏଥିରେ ୫ ଜଣ ନକ୍ସଲ ନିହତ ହୋଇଛନ୍ତି। ମୃତ ନକ୍ସଲଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି।

maoକିଟୁଆକାନ୍ତି ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ନେଇ ଖବର ପାଇବା ପରେ ଡିଭିଏଫ୍ ଓ ଏସ୍ଓଜି ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍‌ କରାଯାଇଥିଲା। ଏହି ସମୟରେ ନକ୍ସଲମାନେ ଯବାନଙ୍କ ଉପରକୁ ଗୁଳି ଚଳାଇ ଥିଲେ। ଯବାନମାନେ ଏହାର କଡ଼ା ଜବାବ ଦେଇଥିଲେ। ଫଳରେ ଉଭୟ ପକ୍ଷ ମଧ୍ୟରେ ବହୁ ସମୟ ଧରି ଗୁଳିବିନିମୟ ହୋଇଥିଲା। ଏଥିରେ ୫ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ପରେ ନକ୍ସଲମାନେ ସେଠାରୁ ଛତ୍ର ଭଙ୍ଗ ଦେଇ ପଳାଇ ଯାଇଥିଲେ।

mao1ଯବାନମାନେ ଉକ୍ତ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଥିବା କୋରାପୁଟ ଏସ୍‌ପି କନୱର ବିଶାଲ ସିଂହ କହିଛନ୍ତି।



from Odisha Reporter http://bit.ly/2H7M97z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages