ନଦୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 15, 2019

ନଦୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ଗାଁ ନିକଟସ୍ଥ ସୁବର୍ଣ୍ଣରେଖା ନଦୀରୁ ଆଜି ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ମାତ୍ର ତାଙ୍କ ପରିଚୟ ଜଣାପଡ଼ିନାହିଁ। ମୃତଦେହଟି ନଦୀ ଭାସୁଥିବା ଦେଖି ଗାଁ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter http://bit.ly/2Q3K13L

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages