ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 31, 2019

ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲୋକପ୍ରିୟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।

ଗତକାଲି ରାତିରେ ପ୍ରବୀଣା ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିଲେ। ସେଠାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ହସପିଟାଲ ନିଆଯାଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା।  ତାଙ୍କ ମରଶରୀରକୁ କଟକ ଶେଖବଜାର ସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଛି।

 



from Odisha Reporter http://bit.ly/2HPAwTf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages