ପୂର୍ବତନ ସାଂସଦ ଦ୍ୱିତୀକୃଷ୍ଣ ପଣ୍ଡାଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 4, 2019

ପୂର୍ବତନ ସାଂସଦ ଦ୍ୱିତୀକୃଷ୍ଣ ପଣ୍ଡାଙ୍କ ପରଲୋକ

formermp

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶିଷ୍ଟ ବାମପନ୍ଥୀ ନେତା ତଥା ଆସିକାର ପୂର୍ବତନ ସାଂସଦ ଦ୍ୱିତୀକୃଷ୍ଣ ପଣ୍ଡାଙ୍କର ଆଜି ଭୋରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୭ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ବରିଷ୍ଠ ସିପିଆଇ ନେତା ଦ୍ୱିତୀକୃଷ୍ଣ ପଣ୍ଡା ୧୯୭୧ ମସିହାରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ସେତେବେଳେ ଅବଶ୍ୟ ତାହା ଆସିକା ଲୋକସଭା ଆସନ ନାଁରେ ନାମିତ ନଥିଲେ। ସେତେବେଳେ ତାହା ଭଞ୍ଜନଗର ଲୋକସଭା ସିଟ୍‌ ଥିଲା।

୧୯୯୦ ମସିହାରେ ସେ ଆସିକା ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ ଓ ଜିତିଥିଲେ। ଆସିକାରେ ତାଙ୍କ ଶେଷକୃତ୍ୟ ସଂପନ୍ନ ହେବ ବୋଲି ଜଣାପଡ଼ିଛି।



from Odisha Reporter http://bit.ly/2VIJ71S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages