୨୬ ମେ’,ରବିବାର: ବ୍ୟସ୍ତତା ଭିତରେ ଦିନଟି କଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 25, 2019

୨୬ ମେ’,ରବିବାର: ବ୍ୟସ୍ତତା ଭିତରେ ଦିନଟି କଟିବ

astro

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଉପହାର ମିଳିବ। ଖର୍ଚ୍ଚ ବଢ଼ିବ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଧିକ ପରିଶ୍ରମ କରିବେ। ଅଳସୁଆ ଅନୁଭବ କରିବେ।

କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ: ବିବାହ ସ୍ଥିର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା: ଶୁଭ ଖବର ଶୁଣି ପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଶରୀର ଫୂର୍ତ୍ତି ରହିବ।

ତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବିଚ୍ଛା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଭାଗ୍ୟ ବୃଦ୍ଧି ହେବ।

ମକର: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି।

କୁମ୍ଭ: ଦିନଟି ଭଲରେ କଟିବ। ମନ ଖୁସି ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଆର୍ଥିକ ସ୍ଥିତି ଭଲ ରହିବ। ମନରେ ଏକାଗ୍ରତା ରହିବ ନାହିଁ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।



from Odisha Reporter http://bit.ly/2YLGHND

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages