୩ ମେ, ଶୁକ୍ରବାର: ଏହି ରାଶିର ଲୋକେ ଫଳ ଦାନ କରନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 2, 2019

୩ ମେ, ଶୁକ୍ରବାର: ଏହି ରାଶିର ଲୋକେ ଫଳ ଦାନ କରନ୍ତୁ

astroor

ମେଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ।

ବୃଷ: ମାନ-ସମ୍ମାନ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ଭଲ ରହିବ। ଚାକିରିକ୍ଷେତ୍ରରେ ସଫଳତା ମିଳିବ। ପିତାମାତାଙ୍କ ସହଯୋଗ ମିଳିବ।

ମିଥୁନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅଧିକ ବ୍ୟୟ ହୋଇପାରେ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। କୌଣସି ଗରିବ ବ୍ୟକ୍ତିଙ୍କୁ ଫଳ ଦାନ କରନ୍ତୁ।

ସିଂହ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ।

କନ୍ୟା: ମାନ-ସମ୍ମାନ ବୃଦ୍ଧି ପାଇବ। ଜମି କିଣିବାର ଯୋଗ ରହିଛି। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସଫଳତା ମିଳିବ।

ତୁଳା: କାର୍ଯ୍ୟରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବନ୍ଧୁଙ୍କ ସହ ଦେଖା ହୋଇପାରେ। ଶୁଭ ସମାଚାର ଶୁଣିପାରନ୍ତି।

ବିଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ଚାକିରି କ୍ଷେତ୍ରରେ ଦାୟିତ୍ୱ ବଦଳିପାରେ। ମାତାପିତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ଧନୁ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ନିଜ କଥା ନିୟନ୍ତ୍ରଣ କରନ୍ତୁ, ନ ହେଲେ ବିବାଦରେ ପଡ଼ିପାରନ୍ତି। ନକାରାତ୍ମକ ଚିନ୍ତାଧାରାରୁ ଦୂରେଇ ରୁହନ୍ତୁ।

ମକର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

କୁମ୍ଭ: ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ମିଳିବ। ଘରଲୋକଙ୍କ ସହ ଖୁସିରେ ଦିନଟି କାଟିବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମୀନ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହେବ। ବିଦେଶରୁ ଶୁଭ ଖବର ଶୁଣିବେ।



from Odisha Reporter http://bit.ly/2ZRLwGt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages