କେଉଁ ଟ୍ରେନ୍‌ କେତେବେଳେ ଛାଡ଼ିବ ପଢ଼ନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 5, 2019

କେଉଁ ଟ୍ରେନ୍‌ କେତେବେଳେ ଛାଡ଼ିବ ପଢ଼ନ୍ତୁ

train

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ଯୋଗୁ ପ୍ରଭାବିତ ହୋଇଥିବା ଟ୍ରେନ୍ ସେବା ଧୀରେ ଧୀରେ ସ୍ୱାଭାବିକ ହେଉଛି। ବର୍ତ୍ତମାନ କିଛି ରୁଟ୍‌ରେ ଆଂଶିକ ଭାବେ ଟ୍ରେନ୍‌ ଚଳାଚଳ କରୁଛି। ଭଦ୍ରକ-ବିଜୟନଗରମ୍ ରୁଟ୍‌ରେ ଟ୍ରେନ ଆଂଶିକ ଭାବେ ଚଳାଚଳ କରୁଥିବା ବେଳେ ଭୁବନେଶ୍ୱରରୁ ଆଜିଠାରୁ ଚଳାଚଳ ଆରମ୍ଭ କରିଛି।

ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍ ଆଜି ରାତି ୧୧ଟା ୩୦ରେ ଛାଡ଼ିବ। ହୀରାଖଣ୍ଡ ଏକ୍ସପ୍ରେସ ଆଜି ରାତି ୧୨ଟା ୩୦ରେ ଭୁବନେଶ୍ୱର ଛାଡ଼ିବ। ଭୁବନେଶ୍ୱର-ବୋକାରୋ ଗରିବ ରଥ ରାତି ୧୦ଟା ୪୫ରେ ଛାଡ଼ିବ। ଭୁବନେଶ୍ୱର-ନୂଆଦିଲ୍ଲୀ ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ୍ ରାତି ୧୦ଟାରେ ଛାଡିବ।

ଆଜି ସନ୍ଧ୍ୟା ୬ରେ ଛାଡ଼ିବାକୁ ଥିବା ଭୁବନେଶ୍ୱର-ଲୋକମାନ୍ୟ ତିଲକ ଏକ୍ସପ୍ରେସ ବାତିଲ କରାଯାଇଛି।



from Odisha Reporter http://bit.ly/2UY8qZn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages