
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘ ଦିନର ବ୍ୟବଧାନ ପରେ ତୁଣ୍ଡ ଖୋଲିଛନ୍ତି ବିଜେପିର ବରିଷ୍ଠ ନେତା ଦାମ ରାଉତ। କହିଛନ୍ତି ଏଥର ଓଡ଼ିଶାରେ କେହି ପାଇବେନି ବହୁମତ। ଏଠି ଝୁଲା ବିଧାନସଭା ହେବ।
ତେବେ ମେଣ୍ଟ ସରକାର ହେଲେ ଓଡ଼ିଶାରେ ଅଫିସର ରାଜ୍ ସରିବ ବୋଲି କହିଛନ୍ତି ବରିଷ୍ଠ ବିଜେପି ନେତା ଡାକ୍ତର ଦାମୋଦର ରାଉତ। ତା’ସହ ଗତଥର ରାଜ୍ୟରେ ଗୋଟିଏ ମାତ୍ର ଗୋଟିଏ ଲୋକସଭା ଆସନ ଜିତିଥିବା ବିଜେପି ଏଥର ୧୩ରୁ ୧୪ଟି ଆସନ ପାଇବ ବୋଲି ଆକଳନ କରିଛନ୍ତି ଦାମ।
from Odisha Reporter http://bit.ly/2w3CTuZ
No comments:
Post a Comment