ଦୁଇ କୋଟି ଟଙ୍କାରେ ଗଞ୍ଜେଇ ଜବତ, ୪ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 21, 2019

ଦୁଇ କୋଟି ଟଙ୍କାରେ ଗଞ୍ଜେଇ ଜବତ, ୪ ଗିରଫ

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ପୁଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି। ଚିତ୍ରକୋଣ୍ଡା ଓ ଓରର୍କେଲ ରାସ୍ତାରେ ଯାଞ୍ଚ ବେଳେ ଗୋଟିଏ ଓ ପିକ୍‌ଅପ୍‌ରୁ ୨୧ କ୍ୱିଣ୍ଟାଲ୍‌ ଗଞ୍ଜେଇ ଜବତ କରିଛି ପୁଲିସ। ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା ହେବ। ଏହି ଗଞ୍ଜେଇ ଆନ୍ଧ୍ରପ୍ରଦେଶରୁ ମହାରାଷ୍ଟ୍ରକୁ ଚାଲାଣ ହେଉଥିଲା।
ପୁଲିସ ଗାଡ଼ି ଦୁଇଟିକୁ ଜବତ କରିବା ସହିତ ୪ ଜଣଙ୍କୁ ଗିରଫ କରିଛି। ତେବେ କେତେ ଦିନ ଧରି ଏହି ରାସ୍ତାରେ ଗଞ୍ଜେଇ ଚାଲାଣ ହେଉଥିଲା, ତାହା ଉପରେ ପୁଲିସ ତଦନ୍ତ କରୁଛି।



from Odisha Reporter http://bit.ly/30yxrhv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages