
ନୂଆଦିଲ୍ଲୀ: ଆଣ୍ଡାମାନ ନିକୋବର ଦ୍ୱିପପୁଞ୍ଜରେ ଭୂମିକମ୍ପ ଅନୁଭୂତ ହୋଇଛି। ରାତି ୨.୫୨ ମିନିଟରେ ଏହି ଭୂମିକମ୍ପ ହୋଇଥିବା ଜଣାପଡ଼ିଛି। ରିକ୍ଚର ସ୍କେଲରେ ଭୂମକମ୍ପର ମାତ୍ରା ୫.୦ ଥିବା ଜଣାପଡ଼ିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏହି ସୂଚନା ଦେଇଛି।
ତେବେ ଏଥିରେ କୌଣସି କ୍ଷତି ହୋଇନଥିବା ସୂଚନା ରହିଛି। ଏହା ପୂର୍ବରୁ ମେ ୨୧ ଏବଂ ୨୨ରେ ଯଥାକ୍ରମେ ୪.୧ ଏବଂ ୫.୬ ମାତ୍ରାରେ ଭୂମିକମ୍ପ ଅନୁଭୂତ ହୋଇଥିଲା।
from Odisha Reporter http://bit.ly/30K2dUU
No comments:
Post a Comment