ଜବାହରଲାଲ ନେହରୁଙ୍କ ଅବଦାନ ଦେଶ ମନେରଖିବ: ମୋଦି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 27, 2019

ଜବାହରଲାଲ ନେହରୁଙ୍କ ଅବଦାନ ଦେଶ ମନେରଖିବ: ମୋଦି

ନୂଆଦିଲ୍ଲୀ: ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁଙ୍କ ୫୫ତମ ପୁଣ୍ୟତିଥି। ଏହି ଅବସରରେ ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶ ନିର୍ମାଣରେ ନେହରୁଙ୍କ ଅବଦାନ ମନେ ରହିବ ବୋଲି ସେ ନିଜ ଟ୍ୱିଟର ହ୍ୟାଣ୍ଡଲରେ ପୋଷ୍ଟ କରି କହିଛନ୍ତି।

ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି, ୟୁପିଏ ଅଧ୍ୟକ୍ଷ ସୋନିଆ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ନେହରୁଙ୍କ ସମାଧିସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଟ୍ୱିଟ୍ କରି ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।



from Odisha Reporter http://bit.ly/30OZRnU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages