ବୁଧବାର ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଭବ୍ୟ ସମାରୋହରେ ନବୀନଙ୍କ ସହ ଅନ୍ୟ ୨୦ ଜଣ ମନ୍ତ୍ରୀଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତେବେ ଏହି କାର୍ଯ୍ୟକ୍ରମରେ ଅନେକ ମାନ୍ୟଗଣ୍ୟ ଅତିଥି ଯୋଗ ଦେଇଥିଲେ। ତେବେ ଦେଖନ୍ତୁ କାର୍ଯ୍ୟକ୍ରମର କିଛି ଦୃଶ୍ୟ।
from Odisha Reporter http://bit.ly/2KdMhV1
No comments:
Post a Comment