ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ଉଡ଼ିବ ବିମାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 25, 2019

ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ଉଡ଼ିବ ବିମାନ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଝାରସୁଗୁଡ଼ା ବିମାନ ବନ୍ଦରରୁ ଭୁବନେଶ୍ୱରକୁ ଉଡ଼ିବ ବିମାନ। ଆସନ୍ତା ଜୁନ୍ ପହିଲାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟକୁ ଉଡ଼ାଣ ଭରିବ। ଏହାସହ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ରାୟପୁରକୁ ବିମାନ ଚଳାଚଳ କରିବ। ଏନେଇ ସୂଚନା ଦେଇଛନ୍ତି ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ନିର୍ଦ୍ଦେଶକ ଏସ୍‌କେ ଚୌହ୍ୱାନ।

ଉଡ଼ାଣ ୩ ଯୋଜନାରେ ଆଲିଆନ୍ସ ଏୟାର ଉଡ଼ାଣ ଭରିବ। ସେହିପରି ପରିବର୍ତ୍ତୀ ସମୟରେ ଝାରସୁଗୁଡ଼ାରୁ କୋଲକାତା ମଧ୍ୟରେ ବିମାନ ଚଳାଚଳ ହେବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ କହିଛନ୍ତି।



from Odisha Reporter http://bit.ly/2X4JFMN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages