
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ମିଳିଛି ସ୍ୱର୍ଣ୍ଣ ପଦକ। ଚେକ୍ ରିପବ୍ଲିକ୍ ଗ୍ରାଁପି ଲିବେରେସନ୍ ସୁଟିଂ ପ୍ରତିଯୋଗିତାରେ ସେ ସ୍ୱର୍ଣ୍ଣ ଜିଣିଛନ୍ତି।
ମିକ୍ସଡ୍ ଇଭେଣ୍ଟରେ ଗଗନ ନାରଙ୍ଗଙ୍କ ସହ ଖେଳୁଥିଲେ ଓଡ଼ିଆ ଝିଅ ଶ୍ରୀୟଙ୍କା । ୧୦ ମିଟର ଏୟାର ରାଇଫଲରେ ସେ ଜିତିଛନ୍ତି ସ୍ୱର୍ଣ୍ଣ ପଦକ। ଗତକାଲି ୫୦ ମିଟର ଏୟାର ରାଇଫଲରେ ମଧ୍ୟ ସେ ରୌପ୍ୟ ଜିତିଛନ୍ତି।
from Odisha Reporter http://bit.ly/2H8BTMu
No comments:
Post a Comment