ଆଜି ୩ଟା ସୁଦ୍ଧା ହୋଇପାରେ ଝଡ଼ବର୍ଷା    - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 27, 2019

ଆଜି ୩ଟା ସୁଦ୍ଧା ହୋଇପାରେ ଝଡ଼ବର୍ଷା   

rain1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଝଡ଼ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିପାରେ। ଏହାସହ ପବନ ବହିବ। ଏଥିପାଇଁ ଏସ୍‌ଆରସି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ୩ ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି।

ଝୁମ୍ପୁରା, କେନ୍ଦୁଝର, ବାଂଶପାଳ, ପାଟନା, ସାହାରାପଡ଼ା,ଘଟଗାଁ, ତେଲକୋଇ, ଆନନ୍ଦପୁର, ହରିଚନ୍ଦନପୁର ଓ ଘସିପୁରା ଆଦି ସ୍ଥାନମାନଙ୍କରେ ଏଥିନିମନ୍ତେ ସତର୍କ ସୂଚନା ଜାରି କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି।  ଦିନବେଳେ ଘରୁ ବାହାରିବା କଷ୍ଟକର ହେଉଛି।



from Odisha Reporter http://bit.ly/2EBC15h

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages