୫ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 15, 2019

୫ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):୫ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଅପରାହ୍ନ ୫ଟା ୪୫ ଯାଏଁ ସତର୍କ ରହିବାକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ନୟାଗଡ଼।

ଏହି ସବୁ ସ୍ଥାନରେ ଧୂଳି ଝଡ଼, ବିଜୁଳି, ଘଡ଼ଘଡ଼ି ଓ ପବନ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉକ୍ତ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।



from Odisha Reporter http://bit.ly/2E9H6l7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages