ଏନ୍‌କାଉଣ୍ଟରରେ ୨ ଅପରାଧୀ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 31, 2019

ଏନ୍‌କାଉଣ୍ଟରରେ ୨ ଅପରାଧୀ ଆହତ

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ବ୍ରହ୍ମପୁର ଗୋଳନ୍ଥରା ଅଞ୍ଚଳରେ ପୁଲିସ୍‌ ଏନ୍‌କାଉଣ୍ଟରରେ ୨  ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ ଗଣେଶ ନାୟକ ଓ ହୃଷି ପାତ୍ର।

ସେମାନଙ୍କ ନିକଟରୁ ୨ଟି ପିସ୍ତଲ ସହ ଅଫୁଟା ଗୁଳି ପୁଲିସ୍‌ ଜବତ କରିଛି । ଏହାସହ ଗୋଟିଏ ବାଇକ୍‌ ମଧ୍ୟ ଜବତ କରାଯାଇଛି। ଅନ୍ୟ ୩ ଜଣ ଘଟଣାସ୍ଥଳରୁ ଖସି ପଳାଇଥିବା ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି।

ଗଞ୍ଜାମ ଜିଲ୍ଲା ଆସିକା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣାରେ ଏମାନେ ସମ୍ପୃକ୍ତ ଥିବା ପୁଲିସ୍‌ କହିଛି।



from Odisha Reporter http://bit.ly/2Xj6tZt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages