ହାତଗୋଡ଼ ବାନ୍ଧି ଯୁବକଙ୍କୁ ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 6, 2019

ହାତଗୋଡ଼ ବାନ୍ଧି ଯୁବକଙ୍କୁ ହତ୍ୟା

man

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ କଣ୍ଟ ଗାଁରେ ଜଣେ ଯୁବକଙ୍କୁ ହାତଗୋଡ଼ ବାନ୍ଧି ହତ୍ୟା କରାଯାଇଛି। ତାଙ୍କ ନାଁ ବିଦ୍ୟାଧର ମୁଣ୍ଡା(୨୪)।

ଟିକିରା ଗାଁରେ ବିଦ୍ୟାଧରଙ୍କ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଥିଲା ଓ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହାସହ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter http://bit.ly/2ZWxvaN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages