୨୦ଫୁଟ୍‌ ତଳକୁ ଖସିଲା କାର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 21, 2019

୨୦ଫୁଟ୍‌ ତଳକୁ ଖସିଲା କାର୍‌

car2

ମୋହନା (ମିହିରି ଯତି): ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ଦମାଦୁଆ ଗାଁ ନିକଟସ୍ଥ ନାନ୍ଦିଙ୍ଗି ନାଳ ପୋଲରୁ ଏକ କାର୍‌ ଭାରସାମ୍ୟ ହରାଇ ଖସି ପଡ଼ିବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରବି। ତାଙ୍କ ଘର ବ୍ରହ୍ମପୁରରେ ବୋଲି ଜଣାପଡ଼ିଛି।

ଗତକାଲି ବିଳମ୍ବିତ ରାତିରେ ରବି କାର୍ ଧରି ଅଡ଼ବାରୁ ବ୍ରାହ୍ମଣୀଗାଁ ଅଭିମୁଖେ ଯାଉଥିଲେ। ନାନ୍ଦିଙ୍ଗି ନାଳ ପୋଲ ଉପରରେ କାର୍‌ଟି ଭାରସାମ୍ୟ ହରାଇ ପ୍ରାୟ ୨୦ ଫୁଟ୍ ତଳକୁ ଖସି ପଡ଼ିଥିଲା।

deadbodyରବି କାର୍‌ ଭିତରେ ଚାପି ହୋଇ ରହି ଯାଇଥିଲେ। ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

କାର୍‌ଟି ଦ୍ରୁତ ଗତିରେ ଯାଉଥିବାରୁ ଏ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।



from Odisha Reporter http://bit.ly/2VIF5lO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages