୧୩ ଜିଲ୍ଲାକୁ ମିଳିଲାନି ମନ୍ତ୍ରୀପଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 29, 2019

୧୩ ଜିଲ୍ଲାକୁ ମିଳିଲାନି ମନ୍ତ୍ରୀପଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପଞ୍ଚମଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନବୀନଙ୍କ ନୂଆ ଟିମ୍‌ରେ ୨୦ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। କିନ୍ତୁ ଏଥର ମନ୍ତ୍ରିମଣ୍ଡଳରେ ୧୩ ଜିଲ୍ଲାରୁ କେହି ମନ୍ତ୍ରୀ ହୋଇନାହାନ୍ତି। ଏହି ୧୩ ଜିଲ୍ଲା ହେଉଛି ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୁଳ, ବୌଦ୍ଧ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଦେବଗଡ଼, ଗଜପତି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା। ଯାଜପୁର ଜିଲ୍ଲାକୁ ପୂର୍ବ ଥର ଭଳି ମୁଖ୍ୟ ସଚେତକ ପଦବୀ ଦିଆଯାଇ ସନ୍ତୁଷ୍ଟ କରାଯାଇଛି।

ତେବେ ସୋନପୁର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ମନ୍ତ୍ରୀ ଭାବେ ସ୍ଥାନ ପାଇଛନ୍ତି ।ଗଞ୍ଜାମ ଜିଲ୍ଲାରୁ ବିକ୍ରମ ଆରୁଖ ଏକମାତ୍ର ବିଧାୟକ ଭାବେ ମନ୍ତ୍ରୀ ପଦ ବଜାୟ ରଖିଥିବା ବେଳେ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ମନୋନୀତ କରାଯାଇଛି।



from Odisha Reporter http://bit.ly/2I7zmkJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages