ବଦଳି ଯାଇଛି କଳିଙ୍ଗ ଷ୍ଟାଡିୟମ୍‌ର ଚିତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 4, 2019

ବଦଳି ଯାଇଛି କଳିଙ୍ଗ ଷ୍ଟାଡିୟମ୍‌ର ଚିତ୍ର

79

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତବର୍ଷ ବିଶ୍ୱକପ୍‌ ହକି ପାଇଁ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ନୂଆ ରୂପରେ ସଜେଇ ହୋଇଥିଲା। ହେଲେ ସାମୁଦ୍ରିକ ଝଡ଼ ‘ଫୋନି’ ପ୍ରଭାବରେ ଏହାର ଚିତ୍ର ବଦଳି ଯାଇଛି। ଛାରଖାର ହୋଇଯାଇଛି ପୂରା ଷ୍ଟାଡିୟମ୍‌। ସୁଇମିଂ ପୁଲ୍‌ ଓ ଟେନିସ୍ କୋର୍ଟ ବି କ୍ଷତିଗ୍ରସ୍ତ ହୋଇଛି। ଏଥିସହ ହକି ଷ୍ଟାଡିୟମ୍‌ରେ ଅନେକ କ୍ଷୟକ୍ଷତି ହୋଇଛି।

800ଜୁନ୍‌ ୬ ତାରିଖରୁ କଳିଙ୍ଗ ଷ୍ଟାଡିୟମ୍‌ରେ ୱାର୍ଲ୍ଡ ହକି ସିରିଜ୍‌ର ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଆୟୋଜନ ହେବାକୁ ଥିବା ବେଳେ ତା’ପୂର୍ବରୁ ଏହାକୁ ସଂପୂର୍ଣ୍ଣ ପ୍ରସ୍ତୁତ କରିବା ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ୍‌ ହେବ।



from Odisha Reporter http://bit.ly/2DQEWXo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages