ବିଧାୟକଙ୍କ ଘର ସାମ୍ନାରେ ବିସ୍ଫୋରଣ, ଜଣେ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 19, 2019

ବିଧାୟକଙ୍କ ଘର ସାମ୍ନାରେ ବିସ୍ଫୋରଣ, ଜଣେ ମୃତ

ବେଙ୍ଗାଲୁରୁ: ବେଙ୍ଗାଲୁରୁ ରାଜରାଜେଶ୍ୱରୀନଗରର ବିଧାୟକ ଏମ୍‌ ମୁନି ରତ୍ନ ନାଇଡୁଙ୍କ ଘର ସାମ୍ନାରେ ଆଜି ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ସଦାଶିବ ନଗରର ଭାୟାଲିକବଲଠାରେ ଥିବା ଘର ସାମ୍ନାରେ ଆଜି ସକାଳେ ଏଭଳି ଘଟଣା ଘଟିଛି। ଏହି ବିସ୍ଫୋରଣ ଘଟଣାରେ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ, ବିଧାୟକଙ୍କ ଘର ସାମ୍ନା ରାସ୍ତାରେ ବିସ୍ଫୋରଣ ହୋଇଥିଲା। ଏହି ସମୟରେ ୪୫ ବର୍ଷୀୟ ଭେଙ୍କଟେଶ କୁମାର ସେଠାରେ ଛିଡ଼ା ହୋଇଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ବିସ୍ଫୋରଣର କାରଣ ଜଣାପଡ଼ି ନାହିଁ। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛନ୍ତି।



from Odisha Reporter http://bit.ly/2YyNABS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages