ଫୋନି ପାଇଁ ଦଲାଇଲାମାଙ୍କ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 6, 2019

ଫୋନି ପାଇଁ ଦଲାଇଲାମାଙ୍କ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଫୋନି କ୍ଷତିଗ୍ରସ୍ତଙ୍କ ପାଇଁ ତିବତ୍ତୀୟ ଧର୍ମଗୁରୁ ଦଲାଇଲାମା ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ନିକଟକୁ ଚିଠି ଲେଖି ଅବଗତ କରିଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ଦଲାଇଲାମା। ବାତ୍ୟା ଫୋନି ଯୋଗୁଁ ଓଡ଼ିଶାର ପୁରୀ ଓ ଭୁବନେଶ୍ୱରରେ ବ୍ୟାପକ ପରିମାଣରେ କ୍ଷୟକ୍ଷତି ହୋଇଛି।

 

 



from Odisha Reporter http://bit.ly/2WqpmZR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages