ଫୋନି : ପ୍ରଶାସନିକସ୍ତରରେ ଛୋଟଧରଣର ଅଦଳବଦଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 9, 2019

ଫୋନି : ପ୍ରଶାସନିକସ୍ତରରେ ଛୋଟଧରଣର ଅଦଳବଦଳ

ias

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ବାତ୍ୟା ପ୍ରଭାବିତ ଖୋର୍ଦ୍ଧା ଜିଲ୍ଲାରେ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ନିମନ୍ତେ ରାଜ୍ୟ ସରକାର ପ୍ରଶାସନିକସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି।

କୋରାପୁଟ ଡିଆରଡିଏର ଭାରପ୍ରାପ୍ତ ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଇଏଏସ୍ ମହମ୍ମଦ ଅବଦୁଲ ଅଖତରଙ୍କୁ ଖୋର୍ଦ୍ଧା ଜିଲ୍ଲା ଅର୍ବାନ ଡେଭଲପମେଣ୍ଟ ଏଜେନ୍ସୀ (ଡିୟୁଡିଏ) ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେଠାରେ କାର୍ଯ୍ୟ କରୁଥିବା ବରିଷ୍ଠ ଓଏଏସ ଅଫିସର ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ସେହିପରି କୋରାପୁଟ ଜିଲ୍ଲା ଅର୍ବାନ ଡେଭଲପମେଣ୍ଟ ଏଜେନ୍ସୀ(ଡିୟୁଡିଏ)ର ଭାରପ୍ରାପ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଆଇଏଏସ ଅନନ୍ୟା ଦାସଙ୍କୁ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି।



from Odisha Reporter http://bit.ly/2vPcG3b

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages