ପଶ୍ଚିମବଙ୍ଗ ବାଙ୍କୁଡ଼ା ଜିଲ୍ଲାରେ ଭୂମିକମ୍ପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 26, 2019

ପଶ୍ଚିମବଙ୍ଗ ବାଙ୍କୁଡ଼ା ଜିଲ୍ଲାରେ ଭୂମିକମ୍ପ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର  ବାଙ୍କୁଡ଼ା   ଜିଲ୍ଲାରେ ଆଜି ସକାଳେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ମାତ୍ରା ୪.୮ ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି।
ବଙ୍କୁରା ଜିଲ୍ଲାରେ ଆଜି ସକାଳେ ୧୦ଟା ୩୯ ମିନିଟରେ ଏହି ଭୂକମ୍ପ ହୋଇଥିଲା। ପାଖାପାଖି ୧୦ କିଲୋମିଟର ପର୍ଯ୍ୟନ୍ତ ଏହି ଭୂମିକମ୍ପ ସକ୍ରିୟ ଥିଲା ବୋଲି ଜଣାପଡ଼ିଛି। ହେଲେ ଏଥିରେ କୌଣସି କ୍ଷତି ହୋଇନଥିବା ସୂଚନା ରହିଛି।


from Odisha Reporter http://bit.ly/2W5k4ab

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages