ଫୋନି: ଶ୍ରୀମନ୍ଦିରରେ କ୍ଷତି ହୋଇଛି ୫ କୋଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 7, 2019

ଫୋନି: ଶ୍ରୀମନ୍ଦିରରେ କ୍ଷତି ହୋଇଛି ୫ କୋଟି

ପୁରୀ(ଓଡ଼ିଶା ରିପୋର୍ଟର):ବାତ୍ୟା ଫୋନି ଯୋଗୁଁ ପୁରୀ ଶ୍ରୀମନ୍ଦିରର କ୍ଷତି ହୋଇଛି ୫ କୋଟି ୧୦ ଲକ୍ଷ ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର। ମୁଖ୍ୟ ପ୍ରଶାସକ କହିଛନ୍ତି, କ୍ଷୟକ୍ଷତିର ରିପୋର୍ଟ SRCଙ୍କୁ ଦିଆଯାଇଛି ଓ ଭାଙ୍ଗି ଯାଇଥିବା ମୂର୍ତ୍ତିର ମରାମତି କରାଯିବ।

ଫୋନି ବାତ୍ୟାରେ ଶ୍ରୀମନ୍ଦିର ସିଂହଦ୍ୱାରରେ ଥିବା ଦ୍ୱାରାପାଳ ଜୟଙ୍କ ମୂର୍ତ୍ତି ଭାଙ୍ଗିବା ସହ ମନ୍ଦିର ଉପରେ ଥିବା ସିଂହମୂର୍ତ୍ତି ମଧ୍ୟ ଭାଙ୍ଗିଛି । ତା’ସହ ଲୁହା ଭାରା ଖସି ସାକ୍ଷୀଗୋପାଳ ଓ ବେଢାରେ ଅନ୍ୟ କିଛି ମନ୍ଦିର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ।



from Odisha Reporter http://bit.ly/2vMawkE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages