ନବୀନ ସରକାରଙ୍କ ପଞ୍ଚମ ପାଳିର ପ୍ରଥମ ବିଧାନସଭା ଅଧିବେଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 30, 2019

ନବୀନ ସରକାରଙ୍କ ପଞ୍ଚମ ପାଳିର ପ୍ରଥମ ବିଧାନସଭା ଅଧିବେଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବୀନ ସରକାରଙ୍କ ପଞ୍ଚମ ପାଳିର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ନବ ନିର୍ବାଚିତ ବିଧାୟକମାନେ ଶପଥ ନେଉଛନ୍ତି । କାମଚଳା ବାଚସ୍ପତି ଅମର ଶତପଥୀ ବିଧାୟକ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଉଛନ୍ତି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଧାୟକ ଶପଥ ନେବେ। ଆଜି ଓ ଆସନ୍ତାକାଲି ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଚାଲିବ। ସଂଧ୍ୟା ୫ଟା ଯାଏ ବିଧାନସଭା ଗୃହରେ ଏହି ଶପଥ ପାଠ କାର୍ଯ୍ୟକ୍ରମ ହେବ।

ଜୁନ ୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ। ଶାସକ ଦଳ ପକ୍ଷରୁ ବରିଷ୍ଠ ନେତା ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ପ୍ରାର୍ଥୀ କରାଯିବାକୁ ସ୍ଥିର କରାଯାଇଛି।



from Odisha Reporter http://bit.ly/2XgKC4G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages