୨ଜୁନ୍, ରବିବାର: ମନ ବିଚଳିତ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 1, 2019

୨ଜୁନ୍, ରବିବାର: ମନ ବିଚଳିତ ରହିବ

ମେଷ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ସୁସ୍ଥ ରହିବେ।

ବୃଷ: ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଅପରାହ୍ଣ ପରେ ପିଲାଙ୍କୁ ନେଇ ଚିନ୍ତିତ ରହିବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରକୁ ଅତିଥି ଆସିପାରନ୍ତି।

କର୍କଟ: ଦିନଟି ଖୁସିରେ କଟିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: ବ୍ୟସ୍ତତା ଭିତରେ ଦିନଟି କଟିବ। ଘରେ ହସଖୁସିର ପରିବେଶ ରହିବ। ଶତ୍ରୁଙ୍କଠାରୁ ବିଜୟୀ ହେବେ।

କନ୍ୟା:  ମନ ବିଚଳିତ ରହିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଶରୀରରେ ଆଘାତ ଲାଗିପାରେ।

ତୁଳା: ଅଳସୁଆ ଅନୁଭବ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବିଚ୍ଛା: ଭାଗ୍ୟ ବୃଦ୍ଧି ହେବ। ନୂତନ ଜିନିଷ କିଣିପାରନ୍ତି। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତ ନିଅନ୍ତୁ ନାହିଁ। ଆର୍ଥିକ ସ୍ଥିତି ଭଲ ରହିବ।

ମକର: ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: ମାଲିମକଦ୍ଦମାରେ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ମୀନ: ପରିବାର ସଦସ୍ୟଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।



from Odisha Reporter http://bit.ly/2ENBtt4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages