ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 2, 2019

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ମଧ୍ୟାହ୍ଣ ୧୨ଟାରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମରେ ପରୀକ୍ଷା ଫଳ ପ୍ରକାଶ ପାଇବ।

ଛାତ୍ରଛାତ୍ରୀମାନେ www.chseodisha.nic.in ଓ http://orissaresults.nic.in ୱେବସାଇଟ୍ ଜରିଆରେ ମଧ୍ୟ ରେଜଲ୍ଟ ଜାଣିପାରିବେ।

ଚଳିତ ବର୍ଷ ୩ ଲକ୍ଷ ୬୯ ହଜାର ୫୩୭ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। ସେଥିମଧ୍ୟରୁ ୯୯ହଜାର ୧୮ଜଣ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତବର୍ଷ ତୁଳନାରେ ଏଥର ୧୫ ଦିନ ବିଳମ୍ବରେ ଫଳ ପ୍ରକାଶ ପାଉଛି। ସାଧାରଣ ନିର୍ବାଚନ, ଫୋନି ଓ ମୂଲ୍ୟାୟନକାରୀ ଅଭାବ, ରେଜଲ୍ଟ ବିଳମ୍ବର କାରଣ ବୋଲି ପରିଷଦ କହିଛି। ଗତବର୍ଷ ୭୬.୯୮ ପ୍ରତିଶତ ଛାତ୍ରଛାତ୍ରୀ ବିଜ୍ଞାନରେ ପାସ୍‌ ହୋଇଥିଲେ।



from Odisha Reporter http://bit.ly/2wzcqpm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages