୧୮ ଜୁନ୍‌, ମଙ୍ଗଳବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 17, 2019

୧୮ ଜୁନ୍‌, ମଙ୍ଗଳବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ପରିବାର ସଦସ୍ୟଙ୍କ ହସଖୁସିରେ ସମୟ ବିତିବ ।

ବୃଷ:  ନୂତନ  କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଯୋଗ କରନ୍ତୁ। ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ।

ମିଥୁନ:  ମନ ଖୁସି ରହିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କର୍କଟ: ଆର୍ଥିକ ସ୍ଥିତି ଭଲ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମାନ-ସମ୍ମାନ ମିଳିବ।

ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଶରୀର ସୁସ୍ଥ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ଚିନ୍ତିତ ରହିବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମକର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ଧାର୍ମିକ ସ୍ଥାନକୁ ଯାତ୍ରା କରି ପାରନ୍ତି।

କୁମ୍ଭ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂତନ ଯାନବାହନ କିଣି ପାରନ୍ତି। କ୍ୟାରିଅରରେ ସଫଳତା ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

 



from Odisha Reporter http://bit.ly/31DY8BX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages