ଟ୍ରେନ୍‌ ଧକ୍କାରେ ମାଈ ହାତୀର ମୃତ୍ୟୁ ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 19, 2019

ଟ୍ରେନ୍‌ ଧକ୍କାରେ ମାଈ ହାତୀର ମୃତ୍ୟୁ !

ଢେଙ୍କାନାଳ(ରାଜଶ୍ରୀ ଶତପଥୀ):ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜ ଅନ୍ତର୍ଗତ କଇଁଥପୋଲିଆ ନିକଟରେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ଆଜି ଭୋର ସମୟରେ ହାତୀପଲ ଟ୍ରେନ୍‌ ଲାଇନ୍‌ ପାର ହେଉଥିବା ସମୟରେ ମାଲବାହୀ ଟ୍ରେନ୍‌ ଧକ୍କା ଦେଇଥିଲା। ଏଥିରେ ଏକ ମାଈ ହାତୀର ମୃତ୍ୟୁ ଘଟିଥିବା ଗାଁ ଲୋକେ କହିଛନ୍ତି।

ଘଟଣାସ୍ଥଳରେ ବନ ବିଭାଗର ଅଧିକାରୀମାନେ ପହଞ୍ଚି  ତଦନ୍ତ ଆରମ୍ଭ କରିଛନ୍ତି। ତେବେ ହାତୀର ବୟସ ଜଣାପଡ଼ି ନାହିଁ।

ସୂଚନାଯୋଗ୍ୟ, ଗତ ୧୮ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ରେଞ୍ଜ ପୋଡ଼ାଡ଼ିହା ସେକ୍ସନ ଡୁବିଘାଟ ଜଙ୍ଗଲରେ ଏକ ମାଈହାତୀର ମୃତ୍ୟୁ ଘଟିଥିଲା। ହାତୀଟିର ଗୋଡ଼ରେ ଆଘାତ ଲାଗିଥିବାରୁ ସେ ଅସୁସ୍ଥ ଥିଲା। ବନବିଭାଗ ହାତୀର ଚିକିସା କରୁଥିବା ବେଳେ ତାର ମୃତ୍ୟୁ ହୋଇଥିଲା।



from Odisha Reporter http://bit.ly/2Fm31Gr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages