କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 9, 2019

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନ୍‌ରେ ଏକ କୋଇଲା ବୋଝେଇ ଟ୍ରେନ୍‌ର ଏକ ବଗିରେ ନିଆଁ ଲାଗି ଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଟ୍ରେନ୍‌ଟି ତାଳଚେରରୁ ହଳଦିଆ ଯାଉଥିଲା। ବଗି ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଛି। ତେବେ ବିଦ୍ୟୁତ୍ ତାର କଟାଯାଇ ନଥିବାରୁ ନିଆଁକୁ ଆୟତ୍ତ କରାଯାଇ ପାରି ନାହିଁ।



from Odisha Reporter http://bit.ly/2WwcfKI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages