ଦିନ ୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 15, 2019

ଦିନ ୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେଉଛି। ପରମ୍ପରା ଅନୁସାରେ ଗତକାଲି ବିଳମ୍ବିତ ରାତିରୁ ମହାପ୍ରଭୁଙ୍କର ଏହି ଶ୍ରୀଅଙ୍ଗ ସୁରକ୍ଷା ନୀତି ଆରମ୍ଭ କରାଯାଇଛି। ଏହା ଗୁପ୍ତ ସେବା ହୋଇଥିବାରୁ ଆଜି ଦିନ ୨ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିଛି।

ଆସନ୍ତାକାଲି ଶ୍ରୀଜିଉଙ୍କ ସ୍ନାନଯାତ୍ରା ହେବ। ସ୍ନାନ ବେଦୀରେ ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଦେବସ୍ନାନ ପୂର୍ଣ୍ଣମୀରେ ଠାକୁରମାନେ ଅତ୍ୟଧିକ ସ୍ନାନ କରି ଜ୍ୱରରେ ପୀଡ଼ିତ ହେବେ। ଏହି ସମୟରେ ଠାକୁରଙ୍କ ଜ୍ୱର ଉପଶମ ଲାଗି ନୀତିକାନ୍ତିରେ ଲାଗିବେ ଦଇତାପତି ସେବାୟତ। ଜ୍ୱର ଭଲ ହେବା ପରେ ନବଯୌବନ ଦର୍ଶନ ଦେଇ ପରଦିନ ଚତୁର୍ଦ୍ଧାମୂର୍ତ୍ତି ଘୋଷଯାତ୍ରାରେ ବାହାରିବେ। ଏବେ ରଥଖଳାରେ ରଥକାମ ମଧ୍ୟ ଦୃତଗତିରେ ଆଗେଇ ଚାଲିଛି।



from Odisha Reporter http://bit.ly/2IRigIy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages