୩ ଜୁନ୍‌, ସୋମବାର: ଅଧିକ ପରିଶ୍ରମ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 2, 2019

୩ ଜୁନ୍‌, ସୋମବାର: ଅଧିକ ପରିଶ୍ରମ କରିବେ

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ହସଖୁସିରେ ସମୟ ବିତାଇବେ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ଣ ପରେ କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ଅଧିକ ପରିଶ୍ରମ କରିବେ। କୌଣସି କଥାକୁ ନେଇ ବନ୍ଧୁଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ସିଂହ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ମାନ-ସମ୍ମାନ ବଢ଼ିବ।

କନ୍ୟା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା:  ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବିବାହ ସ୍ଥିର ହୋଇପାରେ।

ବିଚ୍ଛା: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ଋଣ ଦିଅନ୍ତୁ ନାହିଁ।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସାହିତ୍ୟ ଓ କଳାପ୍ରତି ରୁଚି ବଢ଼ିବ। ନୂତନ ଜିନିଷ କିଣି ପାରନ୍ତି।

କୁମ୍ଭ: ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମାନସିକ ଅଶାନ୍ତି ଦେଖାଦେଇପାରେ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମୁନ ଖୁସି ରହିବ।  ବିଦେଶକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି।

 



from Odisha Reporter http://bit.ly/2XpSWze

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages