ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 18, 2019

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୀଳଗିରି(ବିଶ୍ୱମ୍ବର ଦାସ): ନୀଳଗିରି ଜଙ୍ଗଲରୁ  ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ କେସିପୁର ପଞ୍ଚାୟତର ତରତରି ଗାଁର ରଶ୍ମି ମାରାଣ୍ଡି। ଗତ ୧୫ ତାରିଖରୁ ସେ ନିଖୋଜ ଥିଲେ।

ଗତକାଲି କାଳବୈଶାଖୀ ପରେ ଜଙ୍ଗଲରୁ ଦୁର୍ଗନ୍ଧ ବାହାରିଥିଲା। ଲୋକେ ଜଙ୍ଗଲ ଭିତରେ ପଶି ଝିଅଟିର ମୃତଦେହ ରଶିରେ ଝୁଲୁଥିବା ଦେଖିବାକୁ ପାଇଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ।



from Odisha Reporter http://bit.ly/31GyNHL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages