ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୧ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏହାସହ ଘଡ଼ଘଡ଼ି ମାରିବ। ହାଲ୍କା ବର୍ଷା ମଧ୍ୟ ହେବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୨ଟା ୩୦ ଯାଏ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର,ଖୋର୍ଦ୍ଧା, ଅନୁଗୋଳ, କଟକ, ନୟାଗଡ଼ ଓ ପୁରୀ।
from Odisha Reporter http://bit.ly/2WTweyv
No comments:
Post a Comment