ବର୍ଷିବ, ଘଡ଼ଘଡ଼ି ମାରିବ: ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 6, 2019

ବର୍ଷିବ, ଘଡ଼ଘଡ଼ି ମାରିବ: ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏଥିପାଇଁ ୬ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦିନ ୧୨ଟା ଯାଏ ଏହି ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧା।

ଏହାସହ ଭୁବନେଶ୍ୱର ଓ କଟକରେ ସ୍ୱଳ୍ପ ବର୍ଷା ହେବା ସହ ଘଡ଼ଘଡ଼ି ବି ମାରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।



from Odisha Reporter http://bit.ly/2ZcIATE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages