ରାସ୍ତା ତଳକୁ ଓଲଟି ପଡ଼ିଲା ‘ଦିଲଖୁସ୍’ ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 27, 2019

ରାସ୍ତା ତଳକୁ ଓଲଟି ପଡ଼ିଲା ‘ଦିଲଖୁସ୍’ ବସ୍‌

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବନ୍ଦା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ବସ୍‌ରେ ୪୦ ଊର୍ଦ୍ଧ୍ୱ ଯାତ୍ରୀ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଭୋର ସାଢ଼େ ୪ଟା ସମୟରେ ଏହି ଦୁର୍ଘଟଣା ଘଟିଛି।

‘ଦିଲଖୁସ୍’ ନାମକ ଯାତ୍ରୀବାହୀ ବସ୍‌ଟି ଝାରସୁଗୁଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ବନ୍ଦା ଓଭରବ୍ରିଜ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ପୁଲିସ୍ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ।



from Odisha Reporter https://ift.tt/2LopiHx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages