ରାଞ୍ଚି:ଝାରଖଣ୍ଡର ଗଢ଼ୱାରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି। ଏକ ଯାତ୍ରୀବାହୀ ବସ୍ଟି ଗଭୀର ଘାଇକୁ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୯ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପୁଲିସ୍ ଓ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ଉଦ୍ଧାର କରିଛନ୍ତି। ପୁଲିସ୍ ଘଟଣାର ତଦନ୍ତ କରୁଛି।
from Odisha Reporter http://bit.ly/2WZJkdl
No comments:
Post a Comment