ଏହିସବୁ ଜିଲ୍ଲାରେ ହୋଇପାରେ ଧୂଳିଝଡ଼, ବଜ୍ରପାତ ସହ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 18, 2019

ଏହିସବୁ ଜିଲ୍ଲାରେ ହୋଇପାରେ ଧୂଳିଝଡ଼, ବଜ୍ରପାତ ସହ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼, ବଜ୍ରପାତ ସହ  ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୧୫ଯାଏ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ।



from Odisha Reporter http://bit.ly/2RpgxxR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages