ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୪ଟି ଜିଲ୍ଲାରେ ବର୍ଷା ହେବ। ଏପରିକି ପବନ ମଧ୍ୟ ବହିବ। ଏନେଇ ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାଗୁଡ଼ିକୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି। ବର୍ଷା, ପବନ ସହିତ ଏଠାରେ ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି।
from Odisha Reporter http://bit.ly/2KrmSHI
No comments:
Post a Comment