୮ ଜୁନ୍‌, ଶନିବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 7, 2019

୮ ଜୁନ୍‌, ଶନିବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି।

ମିଥୁନ: ଶୁଭ ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କନ୍ୟା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଚିନ୍ତିତ ରହିବେ।

ତୁଳା: ଅଧିକ ପରିଶ୍ରମ କରିବେ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବିଚ୍ଛା: ଦିନଟି ଭଲରେ କଟିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ।

ଧନୁ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

ମକର: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାମ କରନ୍ତୁ ନାହିଁ। ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ।

କୁମ୍ଭ: ଅଟକି ରହିଥିବା କାର୍ଯ୍ୟ ଆଜି ସଂପୂର୍ଣ୍ଣ ହେବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମୀନ: ମାନ-ସମ୍ମାନ ବଢ଼ିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ।



from Odisha Reporter http://bit.ly/2I2OyAP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages