ଆଜି ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କରିବେ ନବୀନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 10, 2019

ଆଜି ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କରିବେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଭୟଙ୍କ ସାକ୍ଷାତରେ ରାଜ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା ହେବ। ବାତ୍ୟା ଫୋନି କ୍ଷୟକ୍ଷତି ସଂପର୍କରେ ଆଲୋଚନା ସହିତ କେନ୍ଦ୍ରର ସହାୟତା ପ୍ରସଙ୍ଗରେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।
ପ୍ରଧାନମନ୍ତ୍ରୀ ସହ ସାକ୍ଷାତ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ଭେଟିବେ ମୁଖ୍ୟମନ୍ତ୍ରୀ। ଏହାସହ ୧୫ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗଦେବେ।

ମୋଦି ସରକାର ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ନୀତି ଆୟୋଗ ବୈଠକ ହେଉଛି। ଏହି ବୈଠକରେ ସାମିଲ ହୋଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉଠାଇ ପାରନ୍ତି ନବୀନ।



from Odisha Reporter http://bit.ly/2MFuCZd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages