ଆଜି ଗାଁରେ ପହଞ୍ଚିବ ସହିଦ ଅଜିତ ସାହୁଙ୍କ ମରଶରୀର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 18, 2019

ଆଜି ଗାଁରେ ପହଞ୍ଚିବ ସହିଦ ଅଜିତ ସାହୁଙ୍କ ମରଶରୀର

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଆସିବ ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ଆଇଇଡି ବ୍ଲାଷ୍ଟରେ ସହିଦ ହୋଇଥିବା ଓଡ଼ିଆ ଯବାନ ଅଜିତ ସାହୁଙ୍କ ମରଶରୀର। ସୋମବାର ଜମ୍ମୁ ଓ କଶ୍ମୀରର ପୁଲୱାମାରେ ଅରିହଲ୍ ଅଞ୍ଚଳରେ ଯବାନଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିଲା। ଯବାନଙ୍କ ଗାଡ଼ି ଯିବା ବେଳେ ଏହି ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ହାବିଲଦାର ଅମରଜିତ କୁମାର ଏବଂ ଅଜିତ ସାହୁ ସହିଦ୍ ହୋଇଥିଲେ।

ଏହି ଘଟଣା ପରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍‌ ବଡ଼ସୁଆଳ ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି। ସହିଦ୍ ଅଜିତ ସାହୁଙ୍କ ପରିବାର ଭାଙ୍ଗି ପଡ଼ିଛନ୍ତି।

୨୦୧୫ ମସିହାରେ ଅଜିତ ସେନାରେ ସାମିଲ ହୋଇଥିଲେ। କିଛି ଦିନ ତଳେ ତାଙ୍କୁ ଜମ୍ମୁ ଓ କାଶ୍ମୀରକୁ ତାଙ୍କ ବଦଳି କରାଯାଇଥିଲା।



from Odisha Reporter http://bit.ly/2KoXG5n

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages