ଗଛରେ ପିଟିହେଲା ବୋଲେରୋ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 20, 2019

ଗଛରେ ପିଟିହେଲା ବୋଲେରୋ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ଥାନା ଅନ୍ତର୍ଗତ ଖଲିଆକାନି ନିକଟରେ ଏକ ବୋଲେରୋ ଭାରସାମ୍ୟ ଗଛରେ ପିଟି ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଉଛନ୍ତି ଗାଡ଼ିର ଡ୍ରାଇଭର। ଖବର ଲେଖାଯିବା ସୁଦ୍ଧା ତାଙ୍କ ପରିଚୟ ମିଳିପାରିନି। ଆହତମାନଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter http://bit.ly/2IuVXcx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages