ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୪ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୦ଟା ୩୦ ଯାଏ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼।
from Odisha Reporter http://bit.ly/2WRqghC
No comments:
Post a Comment