ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୨୨ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୨ଟା ୧୫ଯାଏ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ସୁନ୍ଦରଗଡ଼, ବରଗଡ଼,ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର,ଗଞ୍ଜାମ, ଗଜପତି, ନୂଆପଡ଼ା ଓ ବଲାଙ୍ଗିର।
from Odisha Reporter http://bit.ly/2FspIbU
No comments:
Post a Comment